www.samajalive.in
Monday, December 8, 2025
27.1 C
Bhubaneswar

ଆଜି ଅପରାହ୍ନରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ମଙ୍ଗଳବାର) ଅପରାହ୍ନ ୪ଟା ବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଅନ୍‌ଲକ୍-୨ର ମାର୍ଗଦର୍ଶିକା ସୋମବାର ବିଳମ୍ବିତ ସନ୍ଧ୍ୟାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯିବାର କିଛି ସମୟ ପରେ ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତାକାଲି ରାଷ୍ଟ୍ର ଉଦ୍ଦେଶ୍ୟରେ ଦେଶବାସୀଙ୍କୁ ବାର୍ତ୍ତାଦେବେ ବୋଲି ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମଓ)ରୁ ଟ୍ବିଟ ଜରିଆରେ ସୂଚନା ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ତାଙ୍କ ଉଦବୋଧନରେ ଦେଶର ସାମ୍ପ୍ରତିକ କରେନା ପରିସ୍ଥିତି ସମ୍ପର୍କରେ ଦେଶବାସୀଙ୍କୁ ଅବଗତ କରାଇବା ସହ ପଡୋଶୀ ଚୀନ୍ ସହିତ ସୀମା ବିବାଦକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ତିକ୍ତତା ସମ୍ପର୍କରେ ମଧ୍ୟ ଦେଶବାସୀଙ୍କୁ ସୂଚନା ଦେବା ସହ ଭାରତ ସରକାରଙ୍କ ଆଭିମୁଖ୍ୟକୁ ସ୍ପଷ୍ଟ କରିପାରନ୍ତି ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories