www.samajalive.in
Friday, December 5, 2025
26.1 C
Bhubaneswar

ଦେଶବାସୀଙ୍କୁ ଗୁରୁତ୍ତ୍ୱପୂର୍ଣ ବାର୍ତ୍ତା ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଉ କିଛି ସମୟ ପରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେବେ। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି, ‘ପ୍ରିୟ ଦେଶବାସୀ, ଆଜି ସକାଳେ ୧୧.୪୫ ପରେ ମୁଁ ଆପଣ ମାନଙ୍କୁ ଏକ ଗୁରୁତ୍ତ୍ୱପୂର୍ଣ କଥା କହିବି। ଆପଣମାନେ ଟେଲିଭିଜନ, ରେଡ଼ିଓ ଏବଂ ସୋସିଆଲ ମିଡିଆରେ ତାହା ଦେଖିପାରିବେ ଓ ଶୁଣିପାରିବେ।’ ପ୍ରଧାନମନ୍ତ୍ରୀ କଣ କହିବେ ଓ କେଉଁ ବିଷୟରେ ବାର୍ତ୍ତା ରଖିବେ, ସେ ନେଇ ଆଲୋଚନା ପର୍ଯ୍ୟାଲୋଚନା ଆରମ୍ଭ ହୋଇଯାଇଛି।

ନିର୍ବାଚନ ଆଚରଣ ବିଧି ବଳବତ୍ତର ଥିବାରୁ ପ୍ରଧାନମନ୍ତ୍ରୀ କୌଣସି ନୂଆ ଯୋଜନା ବିଷୟରେ ଘୋଷଣା କରିବେ ନାହିଁ ତେଣୁ ଦେଶର ସୁରକ୍ଷା ସମ୍ପର୍କରେ ପ୍ରଧାନମନ୍ତ୍ରୀ ବାର୍ତ୍ତା ରଖିପାରନ୍ତି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories