www.samajalive.in
Friday, December 5, 2025
19.1 C
Bhubaneswar

ଧନତେରାସ୍‌ ପାଇଁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆଜି ସାରା ଦେଶରେ ପବିତ୍ର ଧନତେରାସ୍‌ ପାଳନ କରାଯାଉଛି । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ ଏକ୍ସରେ ଶୁଭେଚ୍ଛା ଜଣାଇ କହିଛନ୍ତି ଧନତେରାସ୍‌ ସମସ୍ତଙ୍କ ପାଇଁ ସୁଖ, ସୌଭାଗ୍ୟ ଓ ଆରୋଗ୍ୟ କାମନା କରୁଛି । ଭଗବାନ ଧନ୍ୱନ୍ତରୀ ସମସ୍ତଙ୍କୁ ଭରପୁର ଆର୍ଶୀବାଦ ଦିଅନ୍ତୁ ।

- Advertisement -

ଏପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଭଗବାନ ଧନ୍ୱନ୍ତରୀଙ୍କ ଆଶୀର୍ବାଦରୁ ରାଜ୍ୟର ପ୍ରତ୍ୟେକ ପରିବାର ସୁଖ, ଶାନ୍ତି, ସମୃଦ୍ଧି ,ବଂ ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ । ମା ଲକ୍ଷ୍ମୀଙ୍କ କୃପାରୁ ଆମ ଚାଷୀ, ଶ୍ରମିକ, ମହିଳା ଓ ଯୁବପୀଢିଙ୍କ ପାଇଁ ସଫଳତାର ନୂତନ ଦ୍ୱାର ଉନ୍ମୁକ୍ତ ହେଉ ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories