www.samajalive.in
Monday, December 8, 2025
17.1 C
Bhubaneswar

୧୫ ସୁଦ୍ଧା ପିଏମ୍ ଆବାସ ପଞ୍ଜୀକରଣ: ମନ୍ତ୍ରୀ

ଭୁବନେଶ୍ଵର: ଆସନ୍ତା ୧୫ ପିଏମ୍‌ ଆବାସ ପଞ୍ଜୀକରଣର ଶେଷ ତାରିଖ । ଏ ନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ପଞ୍ଜୀକରଣ ପାଇଁ ମଝିରେ ଆଉ ମାତ୍ର ଗୋଟିଏ ଦିନ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ  ୩୪ରୁ ୩୫ ଲକ୍ଷ ଲୋକ ପିଏମ୍‌ ଆବାସ ପଞ୍ଜୀକରଣ କଲେଣି। ୧୫ ତାରିଖ ପରେ ଘର ଘର ବୁଲି କିଏ ଯୋଗ୍ୟ , ତାହା ସର୍ଭେ କରାଯିବ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories