www.samajalive.in
Friday, December 5, 2025
26.1 C
Bhubaneswar

‘ୱାର୍ଲଡ ଫୁଡ ଇଣ୍ଡିଆ ୨୦୨୩’ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଳୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ନୂଆଦିଲ୍ଲୀର ପ୍ରଗତି ମଇଦାନ ଭାରତ ମଣ୍ଡପମରେ ‘ୱାର୍ଲଡ ଫୁଡ ଇଣ୍ଡିଆ ୨୦୨୩’ ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି। ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରଣାଳୟ ପକ୍ଷରୁ ଏହି ତିନି ଦିନିଆ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏହାର ଉଦ୍ଦେଶ୍ୟ ହେଉଛି ଭାରତର ସମୃଦ୍ଧ ଖାଦ୍ୟ ସଂସ୍କୃତି ସହିତ ବିଶ୍ୱକୁ ପରିଚିତ କରାଇବା। ମନ୍ତ୍ରଣାଳୟର ସଚିବ ଅନୀତା ପ୍ରବୀଣ କହିଛନ୍ତି ଯେ ଏହି ପ୍ରଦର୍ଶନୀରେ ୨୩ଟି ରାଜ୍ୟ ତଥା ଅନେକ ଦେଶର ପ୍ରାୟ ୧୨୦୦ ଅଂଶଗ୍ରହଣକାରୀ ସେମାନଙ୍କ ଦ୍ବାରା ପ୍ରସ୍ତୁତ ଖାଦ୍ୟ ଦ୍ରବ୍ୟ ପ୍ରଦର୍ଶନ କରିବେ ।
ନଭେମ୍ବର ୩ ରୁ ନଭେମ୍ବର ୫ ମଧ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବା ସହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାର୍ଯ୍ୟକ୍ରମ ଶେଷ କରିବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ‘ୱାର୍ଲଡ ଫୁଡ ଇଣ୍ଡିଆ ୨୦୨୩’ ଉଦଘାଟନୀ ଉତ୍ସବରେ ୧ ଲକ୍ଷରୁ ଅଧିକ ଏସଏଚଜି ସଦସ୍ୟଙ୍କୁ ୩୮୦ କୋଟି ଟଙ୍କାର ପ୍ରାରମ୍ଭିକ ପୁଞ୍ଜି ସହାୟତା ବଣ୍ଟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି।

 

- Advertisement -

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories