www.samajalive.in
Saturday, December 6, 2025
14.1 C
Bhubaneswar

କରୋନା ମୁକାବିଲା : ବିଭିନ୍ନ ରାଷ୍ଟ୍ରମୁଖ୍ୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ମଙ୍ଗଳବାର  ବାହାରିନ ରାଜତନ୍ତ୍ରର ରାଜା ମହାମହିମ ହମାଦ ବିନ ଇସା ଅଲ ଖଲିଫାଙ୍କ ସହିତ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ସାମ୍ପ୍ରତିକ କୋଭିଡ-୧୯ ସଂକଟ ଏବଂ ଏହାର ପ୍ରଭାବ ସମେତ ଲଜିଷ୍ଟିକ୍ସ ଶୃଙ୍ଖଳା ଏବଂ ଆର୍ଥିକ ବଜାର ସମ୍ପର୍କରେ ଆଲୋଚନା କରାଯାଇଥିଲା।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଆଜି ଓମାନର ସୁଲତାନ ମହାମହିମ ହାଇତାମ ବିନ ତାରିକଙ୍କ ସହିତ ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି । ଦୁଇ ନେତା ବର୍ତ୍ତମାନ କୋଭିଡ-୧୯ ମହାମାରୀ କାରଣରୁ ଦେଖାଦେଇଥିବା ସ୍ବାସ୍ଥ୍ୟଗତ ଏବଂ ଅର୍ଥନୈତିକ ଆହ୍ବାନ ଏବଂ ଉଭୟ ରାଷ୍ଟ୍ର ପକ୍ଷରୁ ଏହାର ମୁକାବିଲା ନିମନ୍ତେ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories