www.samajalive.in
Monday, December 15, 2025
24.1 C
Bhubaneswar

ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ସନ୍ଧ୍ୟାରେ ଜାପାନ ଗସ୍ତରେ ଯାଇ ସୋମବାର ସକାଳୁ ଟୋକିଓରେ ପହଞ୍ଚିଛନ୍ତି । ସେଠାରେ ପ୍ରବାସୀ ଭାରତୀୟମାନେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି।

- Advertisement -

ସୋମବାର ଓ ମଙ୍ଗଳବାର ଦୁଇଦିନିଆ ଗସ୍ତ କାଳରେ ମୋଦୀ ଦ୍ବିତୀୟ କ୍ବାଡ ସମ୍ମିଳନୀରେ ଯୋଗ ଦେବେ। ଏହା ସହିତ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦା, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଅଷ୍ଟ୍ରେଲିଆର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କ ସହିତ ମୋଦୀ ଦ୍ବିପାକ୍ଷିକ କଥାବାର୍ତ୍ତା କରିବେ। କ୍ବାଦ ସମ୍ମିଳନୀରେ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଭାରତ, ଜାପାନ, ଅଷ୍ଟ୍ରେଲିଆ ଓ ଆମେରିକା ମଧ୍ୟରେ ପାରସ୍ପରିକ ସହଯୋଗ ଉପରେ ଆଲୋଚନା ହେବ।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories