www.samajalive.in
Wednesday, December 10, 2025
14.1 C
Bhubaneswar

ଆଜି ୨୦ କୋଟି ଚାଷୀଙ୍କୁ ପିଏମ୍‌-କିଷାନ କିସ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ବୁଧବାର ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରିବେ। ଏହି କିସ୍ତିରେ ପ୍ରତି କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ପିଏମ୍‌-କିଷାନ ଯୋଜନାରେ ପ୍ରତି କୃଷକଙ୍କୁ ବାର୍ଷିକ ୬୦୦୦ ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ୨୦୧୯ ଫେବୃଆରୀ ୨୪ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୩.୭୦ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯାଇସାରିଲାଣି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories