ଅକ୍ଟୋବର ୫ରେ ପିଏମ୍ କିଷାନ ଟଙ୍କା

ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବର ୫ ତାରିଖରେ ଚାଷୀଙ୍କୁ ମିଳିବ ପିଏମ୍ କିଷାନ ଟଙ୍କା। ମହାରାଷ୍ଟ୍ରରୁ ପ୍ରଧାନମନ୍ତ୍ରୀ ମୋଦୀ ଚାଷୀଙ୍କ ଆକାଉଣ୍ଟକୁ ଯୋଜନାର ୧୮ତମ କିସ୍ତି ପଠାଇବେ। ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ପଠାଯିବ ମୋଟ୍ ୨୦ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା। ମହାରାଷ୍ଟ୍ରରୁ ସିଧାସଳଖ ଚାଷୀଙ୍କ ଆକାଉଣ୍ଟ ମୋଦୀ ଟଙ୍କା ପଠାଇବେ ବୋଲି ସୂଚନା ମିଳିଛି।

Comments are closed.