www.samajalive.in
Sunday, December 14, 2025
26.1 C
Bhubaneswar

ଚାଷୀଙ୍କ ଖାତାକୁ ଗଲା ପିଏମ୍ କିଷାନ୍ ଟଙ୍କା

ନୂଆଦିଲ୍ଲୀ : ଚାଷୀଙ୍କ ଖାତାକୁ ଆସିଲା ପିଏମ୍ କିଷାନ୍ ନିଧିର ୨୦ତମ କିସ୍ତି। ଦେଶର ୯ କୋଟି ୭୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି। ଉତ୍ତର ପ୍ରଦେଶ ବାରଣାସୀରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ପିଏମ୍ ମୋଦୀ ମୋଟ ୯.୭କୋଟି କୃଷକଙ୍କ ବ୍ୟାଙ୍କ ଖାତାକୁ ଡିବିଟି ମାଧ୍ୟମରେ ୨୦,୫୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି । ୨୦୧୯ରେ ଆରମ୍ଭ କରାଯାଇଥିବା ଏହି ଯୋଜନାରେ ମୋଟ ୩.୬୯ଲକ୍ଷ କୋଟି ଟଙ୍କା ପ୍ରଦାନ କରାଗଲାଣି। ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୪ମାସ ଅନ୍ତରରେ ବାର୍ଷିକ ୬ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଉଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories