ଭୁବନେଶ୍ବର: ଆସନ୍ତା ୨୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବା ସମ୍ଭାବନା ରହିଛି। ବ୍ରହ୍ମପୁରରେ ସରକାରୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ଓହ୍ଲାଇବା ପରେ ସେଠାରୁ ସିଧାସଳଖ ବ୍ରହ୍ମପୁର ଯିବେ ବୋଲି ପୁଲିସ ସୂତ୍ରରୁ ଜଣାପଡ଼ିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସରକାରୀ ଓ ଦଳୀୟ ସୂତ୍ରରୁ ସ୍ପଷ୍ଟ କରାଯାଇନାହିଁ।
Popular Categories



