www.samajalive.in
Saturday, December 6, 2025
15.1 C
Bhubaneswar

ନୂତନ ମନ୍ତ୍ରୀମଣ୍ଡଳ ପୂର୍ବରୁ ୧୨ ଜଣଙ୍କ ଇସ୍ତଫା

ନୂଆଦିଲ୍ଲୀ: ମୋଦୀ ମନ୍ତ୍ରୀମଣ୍ଡଳରେ ହୋଇଥିବା ଅଦଳବଦଳ ସାମ୍ନାକୁ ଆସିଛି। ନୂଆ ତାଲିକାରେ ସ୍ଥାନ ପାଇଥିବା ୪୩ ମନ୍ତ୍ରୀ ଆଜି ସନ୍ଧ୍ୟା ୬ଟାରେ ଶପଥ ନେବେ। ତେବେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ମୋଟ୍ ୧୨ ଜଣ ମନ୍ତ୍ରୀ ମୋଦୀ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର, ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ, ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶାଙ୍କ, ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗୱାର, ରାସାୟନିକ ପଦାର୍ଥ ଏବଂ ସାର ମନ୍ତ୍ରୀ ଡି.ଭି. ସଦାନନ୍ଦ ଗୌଡ଼ା, ରାଜ୍ୟ ଶକ୍ତି ମନ୍ତ୍ରୀ ରତନ ଲାଲ କଟାରିଆ, ପଶୁପାଳନ ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସାମିଲ ଅଛନ୍ତି।

ଏମାନଙ୍କ ବ୍ୟତୀତ ରାଜ୍ୟ ଶିକ୍ଷା ମନ୍ତ୍ରୀ ସଞ୍ଜୟ ଧୋତ୍ରେ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଦେବାଶ୍ରୀ ଚୌଧୁରୀ, ସାମାଜିକ ନ୍ୟାୟ ମନ୍ତ୍ରୀ ଥାୱର ଚାନ୍ଦ ଗେହଲୋଟ୍, ରାଜ୍ୟ ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ବାବୁଲ ସୁପ୍ରିଓ ମଧ୍ୟ ମୋଦୀ ମନ୍ତ୍ରୀମଣ୍ଡଳରୁ ଆଜି ଇସ୍ତଫା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories