ବାରିପଦାରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣ଼ା; ନବୀନଙ୍କ ଅଚାନକ ଅସୁସ୍ଥତାର ଯାଞ୍ଚ ହେବ

ବାରିପଦା: ଗତ ବର୍ଷକ ଭିତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଅଚାନକ ଖରାପ ହୋଇଯାଇଛି। ଏହା କେମିତି ହେଲା? ଏହା ପଛରେ କିଛି ଷଡ଼ଯନ୍ତ୍ର ରହିଛି କି ବୋଲି ପ୍ରଶ୍ନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବିଜେପି ରାଜ୍ୟରେ କ୍ଷମତାକୁ ଆସିଲେ ଏହାର ଯାଞ୍ଚ କରାଯିବ ବୋଲି ପ୍ରଧାନମନ୍ତ୍ରୀ ବୁଧବାର ବାରିପଦାରେ ଆୟୋଜିତ ବିଜେପିର ବିଜୟ ସଙ୍କଳ୍ପ ସମାବେଶରେ ଘୋଷଣା କରିଛନ୍ତି। Related Posts ଘୋଷଣା ହେଲା ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ… Oct 15, 2024 … Continue reading ବାରିପଦାରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣ଼ା; ନବୀନଙ୍କ ଅଚାନକ ଅସୁସ୍ଥତାର ଯାଞ୍ଚ ହେବ