ଗ୍ରୀଷ୍ମପ୍ରବାହ ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ଏପ୍ରିଲରୁ ଜୁନ୍‌‌ ମାସ ମଧ୍ୟରେ ପ୍ରବଳ ଗ୍ରାଷ୍ମ ପ୍ରବାହ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିବା ପରେ କେନ୍ଦ୍ର ସମୀକ୍ଷା ବୈଠକ କରାଯାଇଛି। ସାରା ଦେଶରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରସ୍ତୁତି ବୈଠକର ସମୀକ୍ଷା କରିଛନ୍ତି। ବୈଠକରେ ହିଟ୍‌‌ୱେବ ମୁକାବିଲା ନେଇ ଆଲୋଚନା ହେବା ପରେ ହସ୍ପିଟାଲ ମାନଙ୍କରେ ଅତ୍ୟାବଶ୍ୟକ ଔଷଧ, ତରଳ ପଦାର୍ଥ, ବରଫ ପ୍ୟାକ୍ସ, ଓଆରଏସ ଏବଂ ପାନୀୟ ଜଳ ଆଦି ମହଜୁଦ ଉପରେ ପ୍ରଧାନମନ୍ତ୍ରୀ … Continue reading ଗ୍ରୀଷ୍ମପ୍ରବାହ ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ