www.samajalive.in
Friday, December 5, 2025
26.1 C
Bhubaneswar

‘ମୁଖ୍ୟମନ୍ତ୍ରୀ ବିନା କାଗଜରେ ୩୦ ଜିଲାର ନାଁ କୁହନ୍ତୁ’…ଫୁଲବାଣୀରୁ ଚାଲେଞ୍ଜ କଲେ ମୋଦୀ

ଫୁଲବାଣୀ: ଫୁଲବାଣୀରେ ଅନୁଷ୍ଠିତ ବିଜେପିର ବିଜୟ ସଙ୍କଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସ ଏବଂ ବିଜେଡିକୁ ସିଧାସଳକ ଟାର୍ଗେଟ କରିଛନ୍ତି। ସେ ନିର୍ଦ୍ଦିଷ୍ଟ ଭାବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିନା କାଗଜରେ ଓଡ଼ିଶାର ଜିଲାଗୁଡ଼ିକର ନାମ କହିବାକୁ ଆହ୍ବାନ କରିଛନ୍ତି।

ପ୍ରଧାନମନ୍ତ୍ରୀ ସମାବେଶରେ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇ କହିଥିଲେ, ‘ମୁଁ ନବୀନ ବାବୁଙ୍କୁ ଚାଲେଞ୍ଜ କରୁଛି। ନବୀନ ବାବୁ ବିନା କାଗଜରେ ଓଡ଼ିଶାର ଜିଲା ଏବଂ ଜିଲା ମୁଖ୍ୟାଳୟମାନଙ୍କର ନାମ କୁହନ୍ତୁ। ଯେଉଁ ମୁଖ୍ୟମନ୍ତ୍ରୀ ନିଜ ରାଜ୍ୟର ଜିଲାଗୁଡ଼ିକ ନାମ ଜାଣିନାହାନ୍ତି, ସେଭଳି ମୁଖ୍ୟମନ୍ତ୍ରୀ ଆପଣଙ୍କ ଦୁଃଖ ବୁଝିପାରିବେ କି ? ଆମକୁ ୫ ବର୍ଷ ଦିଅନ୍ତୁ, ଆମେ ଓଡ଼ିଶାକୁ ୧ ନମ୍ବର କରିଦେବୁ’ ବୋଲି ମୋଦୀ କହିଥିଲେ।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories