ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କହିଲେ, ଭାରତ ଇରାନ ସହିତ ଅଛି..

ନୂଆଦିଲ୍ଲୀ: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ହେଲିକପ୍ଟର ଦୁର୍ଘଟଣାର ଶିକାର ହୋଇଥିବା ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି, ବୈଦେଶିକ ମନ୍ତ୍ରୀ ଏବଂ ଅନ୍ୟମାନଙ୍କ ମୃତଦେହ ଦୁର୍ଘଟଣାସ୍ଥଳରୁ ଉଦ୍ଧାର ହୋଇଥିବା ନେଇ ମଧ୍ୟ ସୂଚନା ମିଳିଛି। ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ମୋଦୀ ଏକ୍ସରେ ଲେଖିଛନ୍ତି, ‘‘ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ଦେହାନ୍ତ ଖବର ଶୁଣି ଚକିତ ଏବଂ ଖୁବ୍‌ ଦୁଃଖିତ। ଭାରତ-ଇରାନ … Continue reading ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କହିଲେ, ଭାରତ ଇରାନ ସହିତ ଅଛି..