www.samajalive.in
Monday, December 15, 2025
16.1 C
Bhubaneswar

କୋନେରୁ ହମ୍ପିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ଡେସ୍କ: ୨୦୨୪ ଫିଡେ ମହିଳା ବିଶ୍ୱ ରାପିଡ୍ ଚାମ୍ପିୟନଶିପ୍ ଜିତିଥିବା କୋନେରୁ ହମ୍ପିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଶ୍ରୀ ମୋଦୀ ଚେସ୍ ଗ୍ରାଣ୍ଡମାଷ୍ଟରଙ୍କ ଦ୍ବିତୀୟ ବିଶ୍ୱ ରାପିଡ୍ ଚାମ୍ପିୟନଶିପ୍ ଟାଇଟଲ ଜିତିବାରେ ଉଲ୍ଲେଖନୀୟ ସଫଳତାକୁ ପ୍ରଶଂସା କରିବା ସହ ଏହି ସଫଳତା ହାସଲ କରିବାରେ ସେ ଏକମାତ୍ର ଭାରତୀୟ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ହମ୍ପିଙ୍କ ଧୈର୍ଯ୍ୟ ଏବଂ ପ୍ରତିଭା ଲକ୍ଷ ଲକ୍ଷ ଲୋକଙ୍କୁ ପ୍ରେରଣା ଦେଉଛି।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories