www.samajalive.in
Wednesday, December 10, 2025
23.1 C
Bhubaneswar

ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ସମାଜ ଡିଜିଟାଲ ଡେସ୍କ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ସାରା ବିଶ୍ଵର ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ତାଙ୍କ ବନ୍ଧୁ ଟ୍ରମ୍ପଙ୍କୁ ଏହି ବଡ଼ ବିଜୟ ପାଇଁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ମୋଦୀ କହିଛନ୍ତି, ‘ଐତିହାସିକ ବିଜୟ ପାଇଁ ମୋ ବନ୍ଧୁଙ୍କୁ ହୃଦୟର ସହିତ ଅଭିନନ୍ଦନ। ପୂର୍ବ ସରକାରରେ ଯେହେତୁ ଅନେକ ସଫଳତା ହାସଲ କରିଛନ୍ତି, ସେଥିଲାଗି ପୁନର୍ବାର ଭାରତ-ଆମେରିକା ମଧ୍ୟରେ ସହଯୋଗିତାର ନବୀକରଣ ଲାଗି ମୁଁ ଆଶା କରୁଛି। ଉଭୟ ଦେଶର ନାଗରିକଙ୍କ ଉନ୍ନତି ସହିତ ବିଶ୍ଵ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧିର ପ୍ରସାର ଦିଗରେ ଏକାଠି କାମ କରିବା ବୋଲି ମୋଦୀ ସାମାଜିକ ଗଣମାଧ୍ୟମ ଏକ୍ସରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories