ଡେସ୍କ: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନୂଆଦିଲ୍ଲୀର ବୀର ଭୂମିରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ କଂଗ୍ରେସ ଅଧ୍ୟକ୍ଷ ଓ ପ୍ରଧାନମନ୍ତ୍ରୀ
Popular Categories



