www.samajalive.in
Sunday, December 14, 2025
17.1 C
Bhubaneswar

ଓଡ଼ିଆ ଶ୍ରମିକ ପୁରଞ୍ଜନଙ୍କୁ ସମ୍ମାନିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ସଂସଦ ସୌଧ ନିର୍ମାଣ କାର୍ଯ୍ୟ ସମୟରେ ବିଶେଷ ସେବା ଲାଗି ଚାନ୍ଦିପୁର ଅଞ୍ଚଳର ଓଡ଼ିଆ ଶ୍ରମିକ ପୁରଞ୍ଜନ ଦଳାଇଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ମାନୀତ କରିଛନ୍ତି । ସେବାକୁ ଧର୍ମ ମାନୁଥିବା ପୁରଞ୍ଜନ ସଂସଦ ସୌଧର ନିର୍ମାଣ ବେଳେ ସମସ୍ତ ଶ୍ରମିକଙ୍କ ପାଇଁ ପାଣି ଓ ଚା’ ବ୍ୟବସ୍ଥା କରିଥିଲେ । ସଂସଦ ସୌଧ ନିର୍ମାଣ କାର୍ଯ୍ୟରେ ୬୦ ହଜାରରୁ ଊର୍ଦ୍ଧ୍ବ ଶ୍ରମିକ ଓ ଇଞ୍ଜିନିୟର ନିୟୋଜିତ ଥିଲେ। ପୁରଞ୍ଜନଙ୍କ ସହ ବିଭିନ୍ନ ରାଜ୍ୟର ୧୦ ଜଣ ଶ୍ରମିକଙ୍କୁ ନିର୍ମାଣ ସମୟରେ ବିଶେଷ ସେବା ଲାଗି ପ୍ରଧାନମନ୍ତ୍ରୀ ମୋଦୀ ସମ୍ମାନିତ କରିଥିଲେ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories