www.samajalive.in
Friday, December 5, 2025
23.1 C
Bhubaneswar

ଅମଲିପାଲି ଯୁବ ସମାବେଶରେ ଯୋଗ ଦେଲେ ମୋଦୀ

ଝାରସୁଗୁଡା:  ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ ଶୋରେ ଯାଇ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ସାମିଲ ହୋଇଛନ୍ତି  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଓ କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।
ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି ସମାବେଶ ସ୍ଥଳକୁ ଯାଇଥିଲେ । ରାସ୍ତାରେ ଶହ ଶହ ଲୋକେ ପ୍ରଧାନମନ୍ତ୍ରୀଙ୍କୁ ବିପୁଳ ସ୍ୱାଗତ କରିଥିଲେ । ଲୋକଙ୍କ ଉକ୍ରଣ୍ଠା ଦେଇ ମୋଦୀ କାର ଭିତରୁ ବାହାରି ଆସି ହାତ ହଲାଇଥିଲେ ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories