ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ, ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମୀଙ୍କୁ ଦେବେ ଗୁରୁ ମନ୍ତ୍ର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଗସ୍ତରେ ଆସିଛନ୍ତି। ରବିବାର ସନ୍ଧ୍ୟାରେ ଭୁବନେଶ୍ୱରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦୀ। କାର୍ଯ୍ୟାଳୟ ପରିସରରେ ସୁୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କ ସହ ସମୀକ୍ଷା ବୈଠକ କରିବେ ମୋଦୀ। ଏହାପରେ ରାଜଭବନରେ ରାତ୍ରୀଯାପନ କରିବେ। ଆସନ୍ତାକାଲି … Continue reading ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ, ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମୀଙ୍କୁ ଦେବେ ଗୁରୁ ମନ୍ତ୍ର