ଚଳିତ ନିର୍ବାଚନ ଭାରତୀୟ ସମ୍ବିଧାନ ଉପରେ ଆସ୍ଥାର ବିଜୟ – ନରେନ୍ଦ୍ର ମୋଦୀ

ଡେସ୍କ: ପ୍ରଧାନମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଏନଡିଏ କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ସରକାର ଗଠନ କରିବ। ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ଦଳୀୟ କର୍ମୀମାନଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ଚଳିତ ନିର୍ବାଚନରେ ଲୋକମାନେ ବିଜେପି ଏବଂ ଏନଡିଏ ଉପରେ ପୂର୍ଣ୍ଣ ବିଶ୍ୱାସ ଦେଖାଇଛନ୍ତି। ଏହା ଭାରତୀୟ ସମ୍ବିଧାନ ଉପରେ ଆସ୍ଥାର ବିଜୟ ଏବଂ ସବକା ସାଥ, ସବକା ବିକାଶର ମନ୍ତ୍ର ବୋଲି ଶ୍ରୀ ମୋଦୀ … Continue reading ଚଳିତ ନିର୍ବାଚନ ଭାରତୀୟ ସମ୍ବିଧାନ ଉପରେ ଆସ୍ଥାର ବିଜୟ – ନରେନ୍ଦ୍ର ମୋଦୀ