www.samajalive.in
Friday, December 5, 2025
26.1 C
Bhubaneswar

ଝାରସଗୁଡାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଝାରସୁଗୁଡା: ଝାରସୁଗୁଡାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି ସମାବେଶ ସ୍ଥଳକୁ ଯାଉଛନ୍ତି । ପ୍ରଧାନମନ୍ତ୍ରୀ ସାଢ଼େ ୧୧ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ଏକ ଘଣ୍ଟାର ଏହି କାର୍ଯ୍ୟକ୍ରମରେ ଯୁବ ସମାବେଶକୁ ସମ୍ବୋଧନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶା ପାଇଁ ୧୭୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ସଡ଼କ, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ବିଭିନ୍ନ ଉନ୍ନୟନମୂଳକ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ତଥା ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories