www.samajalive.in
Monday, December 15, 2025
27.1 C
Bhubaneswar

ଦେଶର ବିକାଶ ସେମାନଙ୍କ ପାଇଁ ବୋରିଂ – ମୋଦୀ

ଡେସ୍କ: ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ଦେଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମରୁ ହିଁ ନାମ ନ ନେଇ କଂଗ୍ରେସକୁ ସମାଲୋଚନା କରିବା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ରାଷ୍ଟ୍ରପତି ନିଜ ଅଭିଭାଷଣରେ ଆସନ୍ତା ୨୫ ବର୍ଷର ବିକାଶର ବାର୍ତ୍ତା ଦେଇଥିଲେ। ବିରୋଧୀ କଂଗ୍ରେସର ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ‘ବୋରିଂ’ ପ୍ରସଙ୍ଗକୁ ସମାଲୋଚନା କରି ଶ୍ରୀ ମୋଦୀ କହିଛନ୍ତି ଯେ ସେମାନଙ୍କୁ ଦେଶବାସୀଙ୍କ ବିକାଶର କଥା ସବୁବେଳେ ବୋରିଂ ଲାଗେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories