www.samajalive.in
Monday, December 15, 2025
16.1 C
Bhubaneswar

ଶିରିଡି ସାଇବାବାଙ୍କ ଆଶୀର୍ବାଦ ନେଲେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ମହାରାଷ୍ଟ୍ର ଗସ୍ତ କରି ଶିରିଡି ସାଇବାବାଙ୍କ ଦର୍ଶନ ପୂର୍ବକ ଆଶୀର୍ବାଦ ଲାଭ କରିଛନ୍ତି। ପରେ ମୋଦୀ ରାଜ୍ୟରେ ୭୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୋଦୀ ଅହମ୍ମଦନଗର ଜିଲାରେ ଜନସଭାକୁ ସମ୍ବୋଧନ କରିଥିଲେ। ଉଦ୍‌ଘାଟନ ହୋଇଥିବା ପ୍ରକଳ୍ପ ମଧ୍ୟରେ ରହିଛି ଅହମ୍ମଦନଗର ଆୟୁଷ ହସ୍ପିଟାଲ, କୁରଦୁୱାଡି-ଲାଟୁର ରେଲୱେ ସେକସନର ୧୮୬କିମି ରେଳପଥର ବିଦ୍ୟୁତ୍‌କରଣ, ଏନଏଚ୍‌୧୬୬ର ସମ୍ପ୍ରସାରଣ ଇତ୍ୟାଦି।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories