www.samajalive.in
Monday, December 15, 2025
15.1 C
Bhubaneswar

ହ୍ବାଇଟ ହାଉସରେ ମୋଦୀ

ଡେସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହ୍ବାଇଟ ହାଉସ ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି । ରାଷ୍ଟ୍ରପତି ଜୋ ବାଇଡେନ ଓ ଦେଶର ପ୍ରଥମ ମହିଳା ଡକ୍ଟର ଜିଲ୍ ବାଇଡେନ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ଶ୍ରୀ ମୋଦୀଙ୍କୁ ୨୧ ତୋପ ସଲାମୀ ଦିଆଯାଇଥିଲା।

ଏହି ଅବସରେ ପ୍ରଧାନମନ୍ତ୍ରୀ ନିଜ ବକ୍ତବ୍ୟରେ ଭାରତୀୟ ସମୁଦାୟର ଲୋକ ନିଜର ପ୍ରତିଭା ଏବଂ କଠୋର ପରିଶ୍ରମ ଦ୍ବାରା ଆମେରିକାର ଗୌରବ ବୃଦ୍ଧି କରିଛନ୍ତି ବୋଲି କହିଥିଲେ । ଆଜି ତାଙ୍କୁ ଯେଭଳି ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଗଲା ସେଥିପାଇଁ ସେ ରାଷ୍ଟ୍ରପତି ଜୋ ବାଇଡେନ ଓ  ଡକ୍ଟର ଜିଲ ବାଇଡେନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆମେରିକା ଓ ଭାରତ ଉଭୟ ସମାଜ ଏବଂ ସଂସ୍ଥାଗୁଡିକ ଗଣତାନ୍ତ୍ରିକ ମୂଲ୍ୟବୋଧ ଉପରେ ଆଧାରିତ । ଉଭୟ ଦେଶ ସମସ୍ତଙ୍କ ହିତ, ସମସ୍ତଙ୍କ କଲ୍ୟାଣର ମୌଳିକ ସିଦ୍ଧାନ୍ତ ଉପରେ ବିଶ୍ବାସ କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।​​‌

- Advertisement -

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories