www.samajalive.in
Sunday, December 7, 2025
26.1 C
Bhubaneswar

୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ୩ଟି ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ବେଙ୍ଗାଲରୁ ମେଟ୍ରୋ ପ୍ରକଳ୍ପର ୟେଲୋ ଲାଇନ(ହଳଦିଆ ରେଖା)ର ବି ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ପ୍ରଧାନମନ୍ତ୍ରୀ ଆରଭି ରୋଡ(ରଗିଗୁଡ଼ା)ରୁ ଇଲେକଟ୍ରୋନିକ ସିଟି ମେଟ୍ରୋ ଷ୍ଟେସନ ପର୍ଯ୍ୟନ୍ତ ମେଟ୍ରୋରେ ଯାତ୍ରା କରିବେ। ସହର ସଂଯୋଗୀକରଣ ସହିତ ଜଡ଼ିତ ଅନେକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ବି କରିବେ ପ୍ରଧାନମନ୍ତ୍ରୀ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories