ଫେବୃଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ!

ଭୁବନେଶ୍ବର: ୨୦୨୪ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ମାସରେ ଦୁଇ ଦୁଇ ଥର ଓଡ଼ିଶା ଗସ୍ତ କରିପାରନ୍ତି। ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ ଫେବୃଆରୀ ୩ ତାରିଖରେ ମୋଦୀ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ଫେବୃଆରୀ ୧୦ରେ ସେ ପୁଣି ଓଡ଼ିଶା ଆସିପାରନ୍ତି। ଏନେଇ ରବିବାର ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। Related Posts କାର୍ଗିଲ ବିଜୟ ଦିବସ; … Continue reading ଫେବୃଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ!