www.samajalive.in
Monday, December 8, 2025
14.1 C
Bhubaneswar

ସିଂହମାନଙ୍କର ବାସସ୍ଥାନ ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କୁ ମୋଦୀଙ୍କ ପ୍ରଶଂସା

ଡେସ୍କ: ବିଶ୍ୱ ସିଂହ ଦିବସ ଅବସରରେ ସିଂହଙ୍କ ବାସସ୍ଥାନର ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବା ସମସ୍ତ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ଆଜି ବିଶ୍ୱ ସିଂହ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି, ସିଂହମାନଙ୍କ ଶକ୍ତି ଏବଂ ଭବ୍ୟତା ଆମ ହୃଦୟକୁ ଆକର୍ଷିତ କରିଥାଏ, ଯାହାକୁ ପାଳନ କରିବା ନିମନ୍ତେ ବିଶ୍ୱ ସିଂହ ଦିବସ ଏକ ଅବସର। ଭାରତ ଏସୀୟ ସିଂହଙ୍କ ଘର ହୋଇଥିବାରୁ ଗର୍ବିତ ଏବଂ କିଛି ବର୍ଷ ମଧ୍ୟରେ ଭାରତରେ ସିଂହସଂଖ୍ୟାରେ କ୍ରମାଗତ ବୃଦ୍ଧି ଘଟିଛି। ସିଂହର ବାସସ୍ଥାନକୁ ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବା ସମସ୍ତଙ୍କୁ ମୁଁ ପ୍ରଶଂସା କରୁଛି। ଆସନ୍ତୁ ଖୁସି ମନାଇବା ଏବଂ ସେମାନଙ୍କୁ ସୁରକ୍ଷା ଦେବା ଜାରି ରଖିବା, ଭବିଷ୍ୟତ ପିଢ଼ି ପାଇଁ ମଧ୍ୟ ସେମାନଙ୍କ ସଂଖ୍ୟାବୃଦ୍ଧି ସୁନିଶ୍ଚିତ କରିବା।’

<blockquote class=”twitter-tweet”><p lang=”en” dir=”ltr”>World Lion Day is an occasion to celebrate the majestic lions that captivate our hearts with their strength and magnificence. India is proud to be home to the Asiatic Lions and over the last few years there has been a steady rise in the lion population in India. I laud all those… <a href=”https://t.co/ohWcPP2Ofe”>pic.twitter.com/ohWcPP2Ofe</a></p>&mdash; Narendra Modi (@narendramodi) <a href=”https://twitter.com/narendramodi/status/1689480162080079872?ref_src=twsrc%5Etfw”>August 10, 2023</a></blockquote> <script async src=”https://platform.twitter.com/widgets.js” charset=”utf-8″></script>

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories