www.samajalive.in
Monday, December 15, 2025
27.1 C
Bhubaneswar

ଚୀନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ଚୀନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତିଆନଜିନ୍‌ରେ ମୋଦୀଙ୍କୁ କରାଯାଇଛି ଭବ୍ୟ ସ୍ୱାଗତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାତ ବର୍ଷ ପରେ ଚୀନ ଗସ୍ତରେ ରହିଛନ୍ତି । ଚୀନରେ ପ୍ରଧାନମନ୍ତ୍ରୀ ମୋଦୀ ଏସସିଓ ସମ୍ମିଳନୀରେ ଯୋଗ ଦେବେ। ଚୀନରେ ପ୍ରଧାନମନ୍ତ୍ରୀ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ମଧ୍ୟ ସାକ୍ଷାତ କରିବେ। ଆମେରିକା ସହିତ ଶୁଳ୍କ ବିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଚୀନ ଗସ୍ତ ହେଉଛି ଏବଂ ଏହାକୁ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।

ସିଂହ ରାଶିରେ ତ୍ରିଗ୍ରହୀ ପୁଣି ବୁଦ୍ଧାଦିତ୍ୟ ରାଜଯୋଗ; ଏହି ରାଶିଙ୍କୁ ଧନ ଠାରୁ ଆରମ୍ଭ କରି ପ୍ରେମରେ ମିଳିବ ସଫଳତା..

- Advertisement -

 

 

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories