www.samajalive.in
Monday, December 15, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରେ ଅନୁଧ୍ୟାନ କଲେ ଡିଜିପି

ଭୁବନେଶ୍ଵର : ଆସନ୍ତା ୨୭ ତାରିଖରେ ଗଞ୍ଜାମ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରପ୍ ରେ ଜନ ସାଧାରଣଙ୍କୁ ଉଦବୋଧନ ଦେବେ। ଏ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ଆଜି ଏୟାରଷ୍ଟ୍ରିପ୍ କୁ ଯାଇ ଡିଜିପି ସମୀକ୍ଷା କରିଛନ୍ତି। ପରିବହନ ମନ୍ତ୍ରୀ ମଧ୍ୟ ଗଞ୍ଜାମ ଗସ୍ତ କରି ସମସ୍ତ ବ୍ୟବସ୍ଥା ତଦାରଖ କରିଛନ୍ତି। ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଆସି ଏକ ବିଶାଳ ଜନସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେବାପକ୍ଷ ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା ରହିଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories