www.samajalive.in
Wednesday, December 10, 2025
16.1 C
Bhubaneswar

ଅଜ୍ଞାତ ସୈନିକଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମସ୍କୋରେ ‘ଅଜ୍ଞାତ ସୈନିକଙ୍କ ସମାଧି’ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରୁଷ ଗସ୍ତରେ ଯାଇଥିବା ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ ସେଠାରେ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ‘ଅଜ୍ଞାତ ସୈନିକଙ୍କ ସମାଧି’ ମସ୍କୋର କ୍ରେମଲିନ୍ କାନ୍ଥରେ ଅବସ୍ଥିତ ଏକ ଯୁଦ୍ଧ ସ୍ମାରକ ଅଟେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ପ୍ରାଣ ହରାଇଥିବା ସୋଭିଏତ୍ ସୈନିକମାନଙ୍କ ପାଇଁ ଏହା ଉତ୍ସର୍ଗୀକୃତ।

ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଅଟକାଇଲେ ମହିଳା

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories