www.samajalive.in
Sunday, December 14, 2025
23.1 C
Bhubaneswar

ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟରେ ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ପାଇଁ ଶୁକ୍ରବାର ଅପରାହ୍ନରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ହରିବାବୁ କମ୍ଭମପତି ପ୍ରମୁଖ୍ୟ ତାଙ୍କୁ ବିମାନବନ୍ଦରରେ ସ୍ଵାଗତ କରିଛନ୍ତି। ଏହାପରେ ଏୟାରପୋର୍ଟରୁ ସମାରୋହ ସ୍ଥାନ ଜନତା ମଇଦାନକୁ ରୋଡ୍‌ ଶୋ’ କରିଛନ୍ତି ମୋଦୀ। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଖିବାକୁ ଭୁବନେଶ୍ଵରରେ ଲୋକଙ୍କ ପ୍ରବଳ ଭିଡ଼ ପରିଲକ୍ଷତି ହୋଇଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories