www.samajalive.in
Tuesday, December 9, 2025
17.1 C
Bhubaneswar

କରୋନା ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦୀ

ଡେସ୍କ: ଦେଶରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ପରିପ୍ରେକ୍ଷୀରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଉଚ୍ଚ ସ୍ଥରୀୟ ସମୀକ୍ଷା ବୈଠକ କରିଛନ୍ତି। ଦେଶରେ ନୂଆ ୧ ହଜାର ୧୩୪ଟି ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ୨୬କୁ ବୃଦ୍ଧି ପାଇଛି। ସେହିପରି ଏହି ସଂକ୍ରମଣରେ ୫ ଜଣଙ୍କ ମୃତ୍ୟୁ ହେବା ପରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୧୩କୁ ବୃଦ୍ଧି ପାଇଛି। ଛତିଶଗଡ଼, ଦିଲ୍ଲୀ, ଗୁଜୁରାଟ, ମହାରାଷ୍ଟ୍ର ଓ କେରଳରେ ଜଣେ ଲେଖାଏଁ କରୋନା ସଂକ୍ରମଣରେ ପ୍ରାଣ ହରାଇଛନ୍ତି।

ତେବେ ଦେଶରେ ଏବେ କରୋନା ସଂକ୍ରମଣ ସହ ଏଚ୩ଏନ୨ ଫ୍ଲୁ ଦେଖା ଦେଇଥିବାରୁ ଏହା ଚିନ୍ତା ବଢ଼ାଇଛି। ଚଳିତ ମାର୍ଚ୍ଚ ମାସରେ ବର୍ଷା ଏହି ସମସ୍ୟାକୁ ଅଧିକ ଗମ୍ଭୀର କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories