www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର କରୋନା ଟିକା ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ମୋଦୀ ଦେଶବାସୀଙ୍କୁ କହିଛନ୍ତି ଯେ, ଭାରତରେ କରୋନା ଟିକା ଉପଲବ୍ଧ ହେବା ମାତ୍ରେ ଏହା ପ୍ରତ୍ୟେକ ନାଗରିକଙ୍କୁ ଯୋଗାଇ ଦିଆଯିବ। କୌଣସି ଭାରତୀୟ ଟିକା ପାଇବାରୁ ବଞ୍ଚିତ ହେବେ ନାହିଁ।

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୮ ନିୟୁତ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ଦେଶ ତଥା ବିଦେଶରେ କରୋନା ଟିକାକୁ ନେଇ ଅନେକ ପରୀକ୍ଷା ନିରିକ୍ଷା ଚାଲିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏହି ବିବୃତ୍ତି ଅତି ଗୁରୁତ୍ୱପୂର୍ଣ୍ଣ। ଏକ ଇଂରାଜୀ ଖବରକାଗଜ ସହିତ ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ କରୋନା ଟିକା ଉପରେ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ‘ମୁଁ ଦେଶବାସୀକୁ କହିବାକୁ ଚାହୁଁଛି ଯେ, ଦେଶରେ ଟିକା ଉପଲବ୍ଧ ହେବା ମାତ୍ରେ ସମସ୍ତଙ୍କୁ ଏହି ଟିକା ଦିଆଯିବ। କାହାକୁ ବି ଛଡା ଯିବାନାହିଁ ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories