ଭାରତ ମଣ୍ଡପମରେ ଷ୍ଟାର୍ଟଅପ୍ ମହାକୁମ୍ଭ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଷ୍ଟାର୍ଟଅପ୍ ମହାକୁମ୍ଭକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ମଧ୍ୟ ସେ ପରିଦର୍ଶନ କରିଥିଲେ। ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଷ୍ଟାର୍ଟଅପ୍ ମହାକୁମ୍ଭର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ଦେଶର ରୋଡ୍ ମ୍ୟାପ୍ ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରଧାନମନ୍ତ୍ରୀ ଗତ କିଛି ଦଶନ୍ଧି ମଧ୍ୟରେ ସୂଚନା ପ୍ରଯୁକ୍ତି ବିଦ୍ୟା ଏବଂ ସଫ୍ଟୱେର କ୍ଷେତ୍ରରେ ଭାରତର … Continue reading ଭାରତ ମଣ୍ଡପମରେ ଷ୍ଟାର୍ଟଅପ୍ ମହାକୁମ୍ଭ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ