www.samajalive.in
Tuesday, December 9, 2025
16.1 C
Bhubaneswar

ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାରୋହ : ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଗୁରୁବାର ପୂର୍ବାହ୍ଣରେ ଶାନ୍ତିନିକେତନ ସ୍ଥିତ ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେବେ। ପ୍ରଧାନମନ୍ତ୍ରୀ ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ହେଉଛନ୍ତି ଏହି ବିଶ୍ୱବିଦ୍ୟାଳୟର କୂଳାଧିପତି ରହିଛନ୍ତି।  ପଶ୍ଚିମବଙ୍ଗ ରାଜ୍ୟପାଳ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।

ବିଶ୍ୱ-ଭାରତୀ ସଂପର୍କ​ରେ କିଛି

- Advertisement -

୧୯୨୧ ମସିହାରେ ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ-ଭାରତୀ ଦେଶର ସର୍ବ ପୁରାତନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ । ୧୯୫୧ ମସିହା ମେ’ ମାସରେ ବିଶ୍ୱ-ଭାରତୀକୁ ଏକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ ସଂସଦର ଏକ ଅଧିନିୟମ ଦ୍ଵାରା ‘ଜାତୀୟ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ‘ ଭାବେ ଘୋଷଣା କରାଯାଇଥିଲା । ଗୁରୁଦେବ ଟାଗୋରଙ୍କ ଦ୍ଵାରା ପ୍ରସ୍ତୁତ ଶିକ୍ଷାନୀତିକୁ ଏହି ବିଶ୍ୱବିଦ୍ୟାଳୟ ଅନୁସରଣ କରିଥିଲା, ଯଦିଓ ଧୀରେ ଧୀରେ ଏହା ସେହି ଢାଞ୍ଚାରେ ବିକଶିତ ହୋଇଥିଲା ଯେଭଳି ଆଧୁନିକ ବିଶ୍ୱବିଦ୍ୟାଳୟଗୁଡ଼ିକ ଅନ୍ୟତ୍ର ବିକଶିତ ହୋଇଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories