www.samajalive.in
Saturday, December 6, 2025
17.1 C
Bhubaneswar

ରୋଜଗାର ମେଳା: ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀ ପାଇବେ ନିଯୁକ୍ତି ପତ୍ର

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଦେଶର ୪୫ଟି ସ୍ଥାନରେ ଅନୁଷ୍ଠିତ ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ନିଯୁକ୍ତି ପତ୍ର ବଣ୍ଟନ କରିବେ। ନିଯୁକ୍ତି ପତ୍ର ପାଇବାକୁ ମନୋନୀତ ପ୍ରାର୍ଥୀ କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ, ଡାକ ବିଭାଗ , ଉଚ୍ଚ ଶିକ୍ଷା ବିଭାଗ , ସ୍ଵାସ୍ଥ୍ୟ ବିଭାଗ , ଅର୍ଥ ବିଭାଗ ସହ ଅନ୍ୟାନ୍ୟ ବିଭାଗ ଲାଗି କାମ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories