www.samajalive.in
Saturday, December 6, 2025
23.1 C
Bhubaneswar

ଚୌରୀ ଚୌରା ଘଟଣାର ଶତବାର୍ଷିକୀ ଉତ୍ସବ : ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ :  ଉତ୍ତରପ୍ରଦେଶରେ’ ଐତିହାସିକ ଚୌରୀ ଚୌରା ଘଟଣାର ଶତବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ପୂର୍ଣ୍ଣମାତ୍ରାରେ ଆଗେଇ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ବର୍ଷେ ବ୍ୟାପି ଶତବାର୍ଷିକୀ ପାଳନ ଉତ୍ସବର ଶୁଭାରମ୍ଭ କରିବେ।
ଶ୍ରୀ ମୋଦୀ ଚୌରୀ ଚୌରା ଘଟଣା ଉପରେ ଏକ ଡାକଟିକଟ ଉନ୍ମୋଚନ କରିବେ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ରହିବେ। ଆସନ୍ତାକାଲି ରାଜ୍ୟବ୍ୟାପୀ ଉତ୍ସବ ପାଳନ କରାଯିବ। ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଶହୀଦମାନଙ୍କ ସମାଧିସ୍ଥଳୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ। ସ୍କୁଲ୍‍ ଛାତ୍ରଛାତ୍ରୀ, NSS ଓ NCC କ୍ୟାଡେଟ୍‍, ସ୍କାଉଟ୍‍ ଓ ଗାଇଡ୍‍ମାନେ ପ୍ରଭାତଫେରୀ କାର୍ଯ୍ୟକ୍ରମରେ ଭାଗ ନେବେ।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories