www.samajalive.in
Tuesday, December 9, 2025
17.1 C
Bhubaneswar

ବିଶ୍ୱ ଅର୍ଥନୈତିକ ଫୋରମ୍‍ ଆଲୋଚନା​ରେ ଆଜି ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ବିଶ୍ୱ ଅର୍ଥନୈତିକ ଫୋରମ୍‍ ଆଲୋଚନା​ରେ ଉଦବୋଧନ ଦେବେ। ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍‍ ଆଲୋଚନା ଅନୁଷ୍ଠିତ ହେବ। ସମଗ୍ର ବିଶ୍ୱରୁ ୪୦୦ରୁ ଊର୍ଦ୍ଧ୍ବ ଉଦ୍ୟୋଗପତି ଏଥିରେ ଅଂଶଗ୍ରହଣ କରିବେ।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ‘ଚତୁର୍ଥ ଶିଳ୍ପ ବିପ୍ଳବ – ମାନବଜାତିର କଲ୍ୟାଣ ପାଇଁ ବୈଷୟିକଜ୍ଞାନର ବ୍ୟବହାର’ ପ୍ରସଙ୍ଗ ଉପରେ ଉଦବୋଧନ ଦେବେ। ସେ ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହ ବାର୍ତ୍ତାଳାପ କରିବେ। ଡାଭୋସ ଆଲୋଚନା କୋଭିଡ୍‍ ପରବର୍ତ୍ତୀ ସମୟରେ ବିଶ୍ୱ ଅର୍ଥନୈତିକ ଫୋରମ୍‍ର ସର୍ବବୃହତ ସୁଧାର ମୂଳକ ପଦକ୍ଷେପ ହେବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories