www.samajalive.in
Friday, December 5, 2025
26.1 C
Bhubaneswar

୨୯ରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ବର: ନିର୍ବାଚନ ପାଇଁ କେନ୍ଦ୍ରୀୟ ନେତୃମଣ୍ଡଳୀଙ୍କ ଘନ ଘନ ଓଡ଼ିଶା ଗସ୍ତ ଜାରି ରହିଛି। ଇତି ମଧ୍ୟରେ ଆସନ୍ତା ୨୯ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ବୁଧବାର ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରାପଡ଼ା ଓ ବାଲେଶ୍ବରରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶାରେ ଶେଷ ପ୍ରଚାର ବୋଲି କୁହାଯାଉଛି। ଏଠାରେ ସୂଚନାଯୋଗ୍ୟ, ଚଳିତ ମାସରେ ଏହା ପୂର୍ବରୁ ତିନି ଥର ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।

ଅପରପକ୍ଷେ, ଆସନ୍ତା ୨୫ ତାରିଖରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ସେ ବାରିପଦା, ଚାନ୍ଦବାଲି, କୋରେଇ ଓ ନିମାପଡ଼ାରେ ଆୟୋଜିତ ହେବାକୁ ଥିବା ବିଶାଳ ଜନସଭାରେ ଉଦବୋଧନ ଦେବା ସହ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।

- Advertisement -

 

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories