www.samajalive.in
Tuesday, December 9, 2025
17.1 C
Bhubaneswar

୭୪ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ; ଛୁଟୁଛି ଶୁଭେଚ୍ଛାର ସୁଅ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ଜନ୍ମଦିନ। ୭୪ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୁଟିଛି ଶୁଭେଚ୍ଛାର ସୁଅ। ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଗୁଜରାଟର ଭେଡନଗରରେ ଜନ୍ମଗ୍ରହଣ କରିଥିଲେ ମୋଦୀ। ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ନେହେରୁଙ୍କ ସମକ୍ଷକ ହୋଇପାରିଛନ୍ତି। ଜନ୍ମଦିନ ଅବସରରେ ଭୁବନେଶ୍ୱରର ଆସୁଥିବା ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି ମୋଦୀ। ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ପ୍ରଥମ କିସ୍ତି ବାଣ୍ଟିବେ। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories