www.samajalive.in
Friday, December 12, 2025
19.1 C
Bhubaneswar

ହେଲିକପ୍ଟରରୁ ଚେନ୍ନାଇ ଟେଷ୍ଟ ମ୍ୟାଚ ଦେଖିଲେ ପ୍ରଧାନମନ୍ତ୍ରୀ, ଟ୍ବିଟ୍‌ କଲେ ଫଟୋ

ଚେନ୍ନାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଚେନ୍ନାଇ ଗସ୍ତ କରିଥିଲେ। ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ଭାରତୀୟ ସେନାକୁ ଯୁଦ୍ଧ ଟ୍ୟାଙ୍କ ‘ଅର୍ଜୁନ’କୁ ହସ୍ତାନ୍ତର କରିଥିଲେ। ତେବେ ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ଯେତେବେଳେ ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମ ଦେଇ ଯାଇଥିଲା ସେତେବେଳେ ପ୍ରଧାନମନ୍ତ୍ରୀ ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚର ଦୃଶ୍ୟ ଦେଖିଥିଲେ।

- Advertisement -

ମୋଦୀ କେବଳ ମ୍ୟାଚର ଦୃଶ୍ୟ ଦେଖି ନ ଥିଲେ, ତାହାର ଫଟୋ ଉଠାଇ ନିଜ ଟ୍ବିଟର ଆକାଉଣ୍ଟରେ ପୋଷ୍ଟ ମଧ୍ୟ କରିଥିଲେ। ମୋଦୀ ଟ୍ବିଟ୍‌ରେ ଲେଖିଥିଲେ ଯେ, ଆକାଶରୁ ଏହି ରୋମାଞ୍ଚକ ମୁକାବିଲାର ଦୃଶ୍ୟ ଦେଖିଲି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories