www.samajalive.in
Monday, December 15, 2025
24.1 C
Bhubaneswar

ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜ ଲାଇଭ ଡ଼େସ୍କ : ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଆଫ୍ରିକାରେ ଅନୁଷ୍ଠିତ ହେଉଥିବା ପ୍ରଥମ G20 ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକାର ଜୋହାନ୍ସ ବର୍ଗ ଅଭିମୁଖେ ଯାତ୍ରା କରିଛନ୍ତି। ଯିବା ପୂର୍ବରୁ ସେ କହିଥିଲେ, ଆମର ଦୃଷ୍ଟିକୋଣ ସହିତ G20 ସମ୍ମିଳନୀରେ ଭାରତର ଦୃଷ୍ଟିକୋଣ ଉପସ୍ଥାପନ ହେବ । ଏହା ଏକ ବିଶେଷ ସ୍ୱତନ୍ତ୍ର ସମ୍ମିଳନୀ । ୨୦୨୩ରେ ଭାରତର G20 ସଭାପତିତ୍ୱ ସମୟରେ, ଆଫ୍ରିକୀୟ ସଂଘ G20ର ସଦସ୍ୟ ହୋଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେଉଥିବା ଏ୨୦ ଶିଖର ସମ୍ମିଳନୀର ତିନୋଟି ଅଧିବେଶନକୁ ସମ୍ବୋଧିତ କରିବାର ସମ୍ଭାବନା ରହିଛି । ଅନ୍ୟପଟେ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଆୟୋଜିତ ହୋଇଥିବା ଏ୨୦ ସମ୍ମିଳନୀରେ ସେଠାରେ ଉପସ୍ଥିତ ଥିବା କିଛି ନେତାଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିପାକ୍ଷିକ ବୈଠକ କରିବେ ବୋଲି ଆଶା କରାଯାଉଛି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories