www.samajalive.in
Friday, December 5, 2025
26.1 C
Bhubaneswar

ଆସାମ କାଜିରଙ୍ଗା ନ୍ୟାସନାଲ ପାର୍କ ବୁଲିଲେ ପ୍ରଧାନମନ୍ତ୍ରୀ

ଆସାମ: ଅରୁଣାଚଳ ପ୍ରଦେଶ ଓ ଆସାମକୁ ଦୁଇଦିନିଆ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦ୍ୱିତୀୟ ଦିନରେ ସକାଳୁ ସକାଳୁ ଆସାମର କାଜିରଙ୍ଗା ନ୍ୟାସନାଲ ପାର୍କ ଆଣ୍ଡ ଟାଇଗର ରିଜର୍ଭରେ ହାତୀ ପିଠିରେ ବୁଲିଛନ୍ତି ମୋଦୀ । କାଜିରଙ୍ଗାକୁ ମୋଦୀଙ୍କ ଏହା ପ୍ରଥମ ଗସ୍ତ । ଏଠାରେ ପହଂଚିବା ପରେ ମୋଦୀ ହାତୀ ପିଠିରେ ବସି ପାର୍କ ବୁଲଇଥିଲେ । ତାଙ୍କ ସହିତ କାଜିରଙ୍ଗା ପାର୍କର ନିର୍ଦ୍ଦେଶକ ଓ ବରିଷ୍ଠ ଅଧିକାରୀମାନେ ରହିଥିଲେ । ଆସାମରେ ବିଭିନ୍ନ କାର୍ଯ୍ୟକ୍ରମରେ ମୋଦୀ ସାମିଲ ହୋଇ ଜୋରହାଟରେ ଅପରାହ୍ନରେ ୧୨୫ ଫୁଟ ଉଚ୍ଚତାର ଷ୍ଟାଚ୍ୟୁ ଅଫ ଭେଲରର ଉନ୍ମୋଚନ କରିବେ । ଏହାସହିତ ପ୍ରଧାନମନ୍ତ୍ରୀ ୧୮ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories