www.samajalive.in
Saturday, December 6, 2025
16.1 C
Bhubaneswar

ଭାରତ ଟେକ୍ସ ୨୦୨୫ରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆଦିଲ୍ଲୀରେ ଭାରତ ଟେକ୍ସ ୨୦୨୫ରେ ଯୋଗଦେବେ। ଏହି ଅବସରରେ ଶ୍ରୀ ମୋଦି ଜନସାଧାରଣଙ୍କୁ ସମ୍ବୋଧନ କରିବେ। ଭାରତ ଟେକ୍ସ ୨୦୨୫ ହେଉଛି ଏକ ବିରାଟ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମ। ଫେବ୍ରୁଆରି ୧୪ ତାରିଖରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଫେବ୍ରୁଆରି ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। କଞ୍ଚାମାଲ, ପ୍ରସ୍ତୁତ ହୋଇଥିବା ଉତ୍ପାଦ ଏବଂ ଉପକରଣଗୁଡ଼ିକର ସମଗ୍ର ଟେକ୍ସଟାଇଲ ମୂଲ୍ୟ ଶୃଙ୍ଖଳା ଗୋଟିଏ ସ୍ଥାନରେ ଉପଲବ୍ଧ ହେଉଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories