www.samajalive.in
Saturday, December 6, 2025
14.1 C
Bhubaneswar

ନଭେମ୍ବର ୩୦ରେ ନିଯୁକ୍ତି ମେଳା, ମୋଦୀ ବାଣ୍ଟିବେ ନିଯୁକ୍ତି ପତ୍ର

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧ ହଜାରରୁ ଅଧିକ ଯୁବକଙ୍କୁ ନିଯୁକ୍ତି ମେଳା ମାଧ୍ୟମରେ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବ ନିଯୁକ୍ତଙ୍କୁ ମଧ୍ୟ ସମ୍ବୋଧିନ କରିବେ। ଦେଶର ୩୭ଟି ସ୍ଥାନରେ ନିଯୁକ୍ତି ମେଳା ଆୟୋଜିତ ହେବ। ଯେଉଁମାନେ ନିଯୁକ୍ତି ପତ୍ର ପାଇବେ ସେମାନଙ୍କୁ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ ଏବଂ ବିଭାଗରେ ନିଯୁକ୍ତ କରାଯିବ।

ଦେଶରେ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଏହା ଏକ ବଡ଼ ପଦକ୍ଷେପ।ନୂତନ ଭାବେ ନିଯୁକ୍ତ ଯୁବକଯୁବତୀଙ୍କୁ ଆଇଜିଓଟି କର୍ମଯୋଗୀ ପୋର୍ଟାଲରେ ଥିବା ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ନେଇପାରିବେ। ଏଥିରେ ୮୦୦ରୁ ଅଧିକ ଇ-ଲର୍ନିଂ ପାଠ୍ୟକ୍ରମ ଉପଲବ୍ଧ ଅଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories