www.samajalive.in
Friday, December 12, 2025
19.1 C
Bhubaneswar

ଉଜ୍ଜୟିନୀ ମହାକାଳୀ ମନ୍ଦିରରେ ପୂଜା କଲେ ମୋଦୀ

ତେଲଙ୍ଗାନା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ତେଲଙ୍ଗାନା ଗସ୍ତରେ ଯାଇ ସୋମବାର ଆଦିଲାବାଦରେ ଅନେକ ପ୍ରକଳ୍ପର ଲୋକାର୍ପଣ କରିଥିଲେ । ଗସ୍ତର ଦ୍ୱିତୀୟ ଦିନରେ ମଙ୍ଗଳବାର ସିକନ୍ଦରାବାଦରେ ପହଂଚି ଶ୍ରୀ ଉଜ୍ଜୟିନୀ ମହାକାଳୀ ମନ୍ଦିରରେ ପୂଜାର୍ଚ୍ଚନା କରି ମାଙ୍କ ଦର୍ଶନ କରିଥିଲେ । ଏହାପରେ ତେଲଙ୍ଗାନାରେ ୭,୨୦୦କୋଟ ଟଙ୍କା ବ୍ୟୟରେ ପ୍ରକଳ୍ପ ଗୁଡିକର ଶୁଭାରମ୍ଭ କରିଥିଲେ । ଉଜ୍ଜୟିନୀ ମହାକାଳୀ ମନ୍ଦିରର ପୂଜକମାନେ ମୋଦୀଙ୍କୁ ଦେବୀଙ୍କର ଏକ ଫଟୋ ଉପହାର ଦେଇଥିଲେ ।

 

- Advertisement -

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories