www.samajalive.in
Thursday, December 11, 2025
16.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ବିମାନରେ ତ୍ରୁଟି

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିବା ସୂଚନା ମିଳିଛି। ଫଳରେ ବିମାନଟି ଝାଡ଼ଖଣ୍ଡର ଦେଓଘର ବିମାନବନ୍ଦରରେ ଅଟକି ରହିଛି। ଏଥିଯୋଗୁ ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ବିଳମ୍ବିତ ହୋଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ବିହାର ଗସ୍ତରେ ଯାଇଥିଲେ। ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମବାର୍ଷିକୀ ପାଳନ (ଜନଜାତୀୟ ଗୌରବ ଦିବସ) କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେଇଥିଲେ। ଏହି ଅବସରରେ ବିହାରର ଜାମୁଇଠାରେ ଆଦିବାସୀମାନଙ୍କ ଲାଗି ଉଦ୍ଦିଷ୍ଟ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଉନ୍ମୋଚନ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରହିଥିବା ବିମାନଟି ଦେଓଘର ବିମାନବନ୍ଦରରେ ରହିଥିଲା।

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories